Collector & DM, Koraput
@koraputdm
Official handle of the District Collector, Koraput.
କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ସଂକ୍ଷିପ୍ତ ବୈଠକ ଅନୁଷ୍ଠିତ ହୋଇଯାଇଛି। @CMO_Odisha @IPR_Odisha




କୋରାପୁଟ ଜିଲ୍ଲାପାଳ ଆଜି କୋରାପୁଟ ଜିଲ୍ଲାର ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟରେ ନିର୍ମାଣଧୀନ ୬୫୦ ଶଯ୍ୟା ବିଶିଷ୍ଟ ଶିକ୍ଷାଦାନ ଚିକିତ୍ସାଳୟ ପରିଦର୍ଶନ କରି କାର୍ଯ୍ୟର ସମୀକ୍ଷା କରିଛନ୍ତି। @CMO_Odisha @IPR_Odisha




ଆଜି କୋରାପୁଟ ଜିଲ୍ଲାର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ, ଜୟପୁର ଠାରେ 'ଜିଲ୍ଲା ସ୍ତରୀୟ ଜନ ଶୁଣାଣି ଶିବିର' ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ କୋରାପୁଟ ଜିଲ୍ଲାପାଳ, ଆରକ୍ଷୀ ଅଧିକ୍ଷକଙ୍କ ସହିତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଶୁଣାଣି କରିଥିଲେ। @CMO_Odisha @IPR_Odisha




ଶ୍ରୀ ମନୋଜ ସତ୍ୟୱାନ ମହାଜନ କୋରାପୁଟ ଜିଲ୍ଲାର ଜିଲ୍ଲାପାଳ ଭାବରେ ଦାୟିତ୍ୱ ଗ୍ରହଣ କରିଛନ୍ତି। @CMO_Odisha @IPR_Odisha


ଆସନ୍ତା ତା:୨୮.୦୭.୨୦୨୫ ରିଖ କୋରାପୁଟ ଜିଲ୍ଲାରେ ଜିଲ୍ଲା ଏବଂ ବ୍ଳକ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଜିଲ୍ଲା ସ୍ତରୀୟ ଶିବିରରେ କୋରାପୁଟ ଜିଲ୍ଲାପାଳ,ଆରକ୍ଷୀ ଅଧିକ୍ଷକ ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ। ବ୍ଳକ ସ୍ତରୀୟ ଜନ ଶୁଣାଣିରେ ବ୍ଳକ ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିବେ।…

କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କଫି ଚାଷ ସମ୍ପର୍କରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। @tdccol @CMO_Odisha @Koraput_Coffee @krushibibhag @IPR_Odisha




କୋରାପୁଟ ଜିଲ୍ଲାର ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ, ଅଡ଼ିଟୋରିୟମ ଠାରେ 'ଜ୍ଞାନଦୀପ' ସମ୍ପର୍କରେ ପ୍ରଧାନଶିକ୍ଷକଙ୍କ ନିମନ୍ତେ ଅଭିମୁଖୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। @CMO_Odisha @SMEOdisha @IPR_Odisha




କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଖରିଫ ଋତୁ-୨୦୨୫ ପାଇଁ କୃଷି ସମ୍ବନ୍ଧୀୟ ରଣନୀତି ପ୍ରସ୍ତୁତି , କୃଷି ବିଭାଗର ବିଭିନ୍ନ ଯୋଜନାର ସମୀକ୍ଷା ଏବଂ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଅଧିନରେ ଜିଲ୍ଲାସ୍ତରୀୟ ତଦାରଖ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। @pmfby @CMO_Odisha @krushibibhag @IPR_Odisha




ଜିଲ୍ଲାପାଳ , କୋରାପୁଟଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଶିଳ୍ପୀ ଉନ୍ନତି ଯୋଜନା ଅଧୀନରେ ୨୦୨୫-୨୬ ହସ୍ତଶିଳ୍ପ ପ୍ରୋତ୍ସାହନ ନିମନ୍ତେ ହିତାଧିକାରୀଙ୍କ ଚୂଡ଼ାନ୍ତ ଚୟନ / ଅନୁମୋଦନ ପାଇଁ ଜିଲ୍ଲା ସ୍ତରୀୟ ତଦାରଖ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କେରାଙ୍ଗ କପଡ଼ାର ପୁନରୁଦ୍ଧାର ଓ କୋରାପୁଟ ବ୍ଲକର କୁମ୍ଭାର ଲିମ୍କା ଠାରେ ସାଧାରଣ…




କୋରାପୁଟ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଜି ଜିଲ୍ଲା ପରିଷଦର ବିଭିନ୍ନ ଯୋଜନା ସମ୍ପର୍କିତ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। @CMO_Odisha @PRDeptOdisha @IPR_Odisha




ଜିଲ୍ଲାପାଳ, କୋରାପୁଟଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା ଅଧୀନରେ ଜିଲ୍ଲା ସ୍ତରୀୟ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛି। @CMO_Odisha @krushibibhag @APICOLBBSR @IPR_Odisha




ମାନ୍ୟବର ମନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ , ଓଡ଼ିଶା ସରକାର କୋରାପୁଟ ଜିଲ୍ଲା ଗସ୍ତ ଅବସରରେ ଆଜି କୋରାପୁଟ ବ୍ଲକ ଅନ୍ତର୍ଗତ ପଦ୍ମପୁର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ, ଗ୍ରାମୀଣ ଶିଳ୍ପ ଉଦ୍ୟାନ,ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ବାଉଁଶଗୁଡା ସ୍ଥିତ କଫି ନର୍ସରୀ, ସେମିଳିଗୁଡା ବ୍ଲକ ଅନ୍ତର୍ଗତ ରାଜପୁଟ ସ୍ଥିତ…




କୋରାପୁଟ ଜିଲ୍ଲାର ପଟ୍ଟାଙ୍ଗି ବ୍ଲକରେ ଅନୁଷ୍ଠିତ 'ସ୍ଵୟଂ ସହାୟକ ଗୋଷ୍ଠୀ ଋଣ ମେଳା' ଉପଲକ୍ଷେ ମିଶନ ଶକ୍ତି ବିଭାଗ ଅନ୍ତର୍ଗତ ୨୨ ଗୋଟି ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧.୨ କୋଟି ଟଙ୍କାର ଋଣ ସହାୟତା ପ୍ରଦାନ କରାଯାଇଛି। @CMO_Odisha @mission_shakti @IPR_Odisha


ଆଜି କୋରାପୁଟ ଜିଲ୍ଲାର ପଞ୍ଚାୟତ ସମିତି, ପଟ୍ଟାଙ୍ଗି ଠାରେ 'ଜିଲ୍ଲା ସ୍ତରୀୟ ଜନ ଶୁଣାଣି ଶିବିର' ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଶୁଣାଣି କରିଥିଲେ। @CMO_Odisha @IPR_Odisha




ମାନ୍ୟବର ମନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ , ଓଡ଼ିଶା ସରକାରଙ୍କ କରକମଳରେ ଆଜି କୋରାପୁଟ ଜିଲ୍ଲାର ଶହୀଦ ଲକ୍ଷ୍ମଣ ନାୟକ ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟ, ଅଡ଼ିଟୋରିୟମ ଠାରେ ଜିଲ୍ଲାର ସାମଗ୍ରିକ ବିକାଶ ନିମନ୍ତେ ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। @CMO_Odisha…




ମାନ୍ୟବର ମନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ , ଓଡ଼ିଶା ସରକାରଙ୍କ ଅଧ୍ୟକ୍ଷତାରେ ଆଜି ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। @CMO_Odisha @PRDeptOdisha @RDOdisha @IPR_Odisha




ମାନ୍ୟବର ମନ୍ତ୍ରୀ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ , ଓଡ଼ିଶା ସରକାରଙ୍କ ଅଧ୍ୟକ୍ଷତାରେ ପଞ୍ଚାୟତ ସମିତି, ବୋରିଗୁମ୍ମା ଠାରେ ଆଜି ବୋରିଗୁମ୍ମା ବ୍ଲକର ଉନ୍ନୟନମୂଳକ କାର୍ଯ୍ୟ ତଥା ବିଭିନ୍ନ କଲ୍ୟାଣମୂଳକ ଯୋଜନା ସମ୍ପର୍କରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କୁ…




ଆସନ୍ତା ତା:୨୧.୦୭.୨୦୨୫ ରିଖ କୋରାପୁଟ ଜିଲ୍ଲାରେ ଜିଲ୍ଲା ଏବଂ ବ୍ଳକ ସ୍ତରୀୟ ଜନ ଶୁଣାଣି ଶିବିର ଅନୁଷ୍ଠିତ ହେବ। ଜିଲ୍ଲା ସ୍ତରୀୟ ଶିବିରରେ କୋରାପୁଟ ଜିଲ୍ଲାପାଳ,ଆରକ୍ଷୀ ଅଧିକ୍ଷକ ଏବଂ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହିବେ। ବ୍ଳକ ସ୍ତରୀୟ ଜନ ଶୁଣାଣିରେ ବ୍ଳକ ସ୍ତରୀୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ରହିବେ।…

Kharif potato sowing has started in Dasmantpur Block of Koraput district. This initiative aims to boost local production and move towards making the state self-sufficient in potato cultivation through timely and scientific interventions. @KVSinghDeo1 @arvindpadhee
Turmeric cultivation is in full swing in Gunthaput village of Semiliguda block, Koraput district, as farmers adopt better techniques to improve yield, boost income, and shape a brighter and more resilient future. @KVSinghDeo1 @arvindpadhee